ନୂଆଦିଲ୍ଲୀ: ମାର୍ଚ୍ଚ ୧୮ ତଥା ଆସନ୍ତା ବୁଧବାରରୁ ପୁଣି କାର୍ଯ୍ୟକ୍ଷମ ହେବ ଦେବାଳିଆ ହୋଇପଡିଥିବା ୟେସ୍ ବ୍ୟାଙ୍କ । ସନ୍ଧ୍ୟା ୬ଟାରୁ ପୁଣି ଥରେ ପୂର୍ଣ୍ଣକାଳୀନ ସେବା ଯୋଗାଇଦେବ ୟେସ୍ ବ୍ୟାଙ୍କ । ଏନେଇ ବ୍ୟାଙ୍କ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ତେବେ ଦେଶରେ ଥିବା ୧,୧୩୨ଟି ୟେସ୍ ବ୍ୟାଙ୍କର ଶାଖା ଆସନ୍ତା ମାର୍ଚ୍ଚ ୧୯ରୁ ପୂର୍ଣ୍ଣ ଭାବେ ସେବା ଯୋଗାଇବ ।
ଏହି ସୁବିଧା ଉଭୟ ଡିଜିଟାଲ ଓ କାଉଂଟରହେର ଉପଲବ୍ଧ ହେବ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ସରକାର ଓ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏହି ଘରୋଇ ବ୍ୟାଙ୍କର ପୁର୍ପରୁଦ୍ଧାର ପାଇଁ ସହଯୋଗର ହାତ ବଢ଼ାଇବା ପରେ ଏହା ସମ୍ଭବ ହୋପାରିଛି ।
ଆର୍ବିଆଇ ୟେସ୍ ବ୍ୟାଙ୍କରୁ ଟଙ୍କା ଉଠାଣ ନେଇ କଟକଣା ଜାରି କରିଥିଲା । ଏହାପରେ ଇଂଟନେଟ୍ ବ୍ୟାଙ୍କିଙ୍ଗ, ୟୁପିଆଇ ପେମେଂଟ ଓ ଏଟିଏମ୍ରୁ ଟଙ୍କା ଉଠାଣ ବାଧାପ୍ରାପ୍ତ ହୋଇଥିଲା ।
BREAKING NEWS
- ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କାରେ ୧୪ ଆହତ, ୪ ଜଣଙ୍କ ଅବସ୍ଥା ଗୁରୁତର
- ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ
- ଖଲ୍ଲିକୋଟରେ ରାଜନୈତିକ ହିଂସା: ଚାଲିଗଲା ଜଣଙ୍କର ଜୀବନ, ୭ ଆହତ
- ନିର୍ବାଚନ ସମୟରେ ବଢିବ ତାତି, ଶୀଘ୍ର ଆସିବ ମୌସୁମୀ
- ନବୀନ, ନଡ୍ଡାଙ୍କ ପ୍ରଚାରରେ ଦୁଲୁକିବ ରାଜଧାନୀ: ସକାଳେ ବିଜେପି, ସନ୍ଧ୍ୟାରେ ବିଜେଡିର ମେଗା ରୋଡ଼ ସୋ’
- ରାଜଧାନୀରେ ବିଳମ୍ବିତ ରାତିରେ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ୩ ଦୋକାନ
- ମୋଦୀଙ୍କ ପାଇଁ ଚିଙ୍ଗୁଡି ମସଲା ରାନ୍ଧିବେ ମାଷ୍ଟର ସେଫ୍ ମମତା
- ଶୀଘ୍ର ମୃତ୍ୟୁବରଣ କରିଥାଆନ୍ତି ଏହି ଖାଦ୍ୟ ଖାଉଥିବା ଲୋକେ…
- ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହେଲା ଭାରତ ମଣ୍ଡପ
- ଝାରସୁଗୁଡାରେ ବିଜେପିକୁ ଝଟକା, ବିଜେଡିରେ ସାମିଲ ହେଲେ ରାଧାରାଣୀ ପଣ୍ଡା