ଭୁବନେଶ୍ୱର: ମାସ୍କ ଓ ସାନିଟାଇଜର କଳାବଜାରୀ ଉପରେ କଡା ନଜର ରଖାଯାଇଛି। ଏଥିପାଇଁ ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଏସେନ୍ସିଆଲ କମୋଡିଟ ଆକ୍ଟକୁ କଡାକଡି କରାଯାଇଛି । ଯେଉଁ ବ୍ୟକ୍ତି କଳବଜାରୀ କରିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ଯୋଗଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସୂଚନା ଦେଇଛନ୍ତି ।
ଯେଉଁମାନେ ମହଜୁଦ ରଖିଛନ୍ତି ସେମାନଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ମାସ୍କ ଓ ସାନି ଟାଇଜର କଳା ବଜାରୀ ଉପରେ ନଜର ରଖାଯାଇଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ।
BREAKING NEWS
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ
- ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍
- ଦୁର୍ଗାମେଢ଼ ତିଆରି କରୁଥିଲେ…ଏମିତି ଚାଲିଗଲା ଜୀବନ
- ମହାଷ୍ଟମୀ ଓ ଦଶହରା କେବେ, କେଉଁ ଦିନ କରିବେ ପୂଜା? ପୁଣି ଉପୁଜିଲା ଦ୍ୱନ୍ଦ
- India’s Ambassador To Nepal:ସୁଧାକର ଦଲେଲା କିଏ? ନେପାଳରେ ଭାରତର ନୂତନ ରାଷ୍ଟ୍ରଦୂତ
- କଂଗ୍ରେସ ମହାରାଲି ପାଇଁ ଗ୍ରୀନ୍ ସିଗନାଲ୍: ମିଳିଲା NOC, କମ୍ପିବ ରାମଲୀଳା ମଇଦାନ
- RG Kar Case: ସନ୍ଦୀପ ଘୋଷଙ୍କ ଜାମିନକୁ ନେଇ ତେଜିଲା ରାଜନୈତିକ ହଇଚଇ, CBI ଭୂମିକା ଉପରେ ଉଠିଲା ପ୍ରଶ୍ନ

Comments are closed.