ଭୁବନେଶ୍ୱର: କରୋନା ପାଇଁ ବିଧାନସଭା ପ୍ରବେଶ ଉପରେ ଲାଗିଲା କଟକଣା । ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କ ବ୍ୟତୀତ ଅନ୍ୟ କେହି ବିଧାନସଭା ଭିତରକୁ ଯିବାକୁ ହେଲେ ବାଚସ୍ପତିଙ୍କ ଠାରୁ ଅନୁମତି ନେବାକୁ ପଡିବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
ସେହିପରି ବିଧାନସଭାର କର୍ମଚାରୀ ଅନ୍ୟ ଚାମ୍ବରକୁ ଯିବା ପାଇଁ ବାରଣ ହୋଇଛି । ଆବଶ୍ୟକ ପଡିଲେ ଅନୁମତି ନେଇ ଯିବେ । କର୍ମଚାରୀମାନେ ବିଧାନସଭାକୁ ପ୍ରବେଶ କରିବା ପୂର୍ବରୁ ହାତ ଗୋଡ ଭଲରେ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି କମ୍ପ୍ୟୁଟର ଟେବୁଲ ଓ ଚେୟାର ସଫା ରଖିବାକୁ କୁହାଯାଇଛି ।
BREAKING NEWS
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ
- ବନ୍ଦେ ମାତରମ୍ ବିବାଦ:କଂଗ୍ରେସ ଉପରେ ବର୍ଷିଲେ ଓମାର ଅବଦୁଲ୍ଲା
- Ama Sathi WhatsApp Bot:ରାଜ୍ୟ ପୋଲିସ ପକ୍ଷରୁ ସରଳ ବ୍ୟବସ୍ଥା :‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ ଶୁଭାରମ୍ଭ;ମିଳିବ ୧୪ଟି ପୋଲିସ ସେବା
- ଏସବିଆଇ ବ୍ୟାଙ୍କରେ ଦିନଦ୍ୱିପ୍ରହରରେ ଲଙ୍କାଗୁଣ୍ଡ ମାଡ଼, ୪ ଲକ୍ଷ ଟଙ୍କା ଧରି ଫେରାର୍ ହେଉଥିବା ବେଳେ ଧରାପଡ଼ିଲା ଲୁଟେରା
- ବାଲେଶ୍ୱରରୁ ଉଦ୍ଧାର ୫ ଛୁଆ ଓରାଙ୍ଗଉଟାନଙ୍କୁ ଫେରାଇ ନେବ ଇଣ୍ଡୋନେସିଆ: ଆରମ୍ଭ ହେଲା କୂଟନୈତିକ ପ୍ରକ୍ରିୟା
- ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ କରିବେ ଅଧିକାରୀ
- ପ୍ରତି ଛାତ୍ର ପିଛା ୧୦ ଟଙ୍କା ଲାଞ୍ଚ! ବାରିପଦାରେ ST/SC ବିଭାଗର ଦୁଇ ଅଡିଟରଙ୍କୁ ବାନ୍ଧିଲା ଭିଜିଲାନ୍ସ
- କାର ରଖି ନଦୀକୁ ଡେଇଁଲେ ଯୁବକ;ଖୋଜାଖୋଜି ଜାରି

Comments are closed.