ଭୁବନେଶ୍ୱର: ହାଟ ଉପରେ ଲାଗିଲା କରୋନା କଟକଣା । ସନ୍ଧ୍ୟାରେ ଖୋଳିବନି ରାଜଧାନୀ କୌଣସି ହାଟ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ଗାଇଡଲାଇନ ଜାରି ହୋଇଛି । ବିଏମ୍ସି ଅଧିନରେ ଥିବା ସବୁ ହାଟ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଖୋଲା ରହିବ ।
ୟୁନିଟ-୧, ୟୁନିଟ୍-୨, ସହିଦନଗର, ରୁଚିକା, ଇନ୍ଦ୍ରଧନୁ ଡେଲି ମାର୍କେଟ ଓ ଡମଣା ହାଟ ଆଦି ସନ୍ଧ୍ୟା ୬ଟା ପରେ ବନ୍ଦ ରହିବ। ଏହି ନିୟମ ଆସନ୍ତାକାଲିଠାରୁ ଲାଗୁ ହେବ । ଏହି କଟକଣା ମାର୍ଚ୍ଚ ଆସନ୍ତା ୩୧ ମାର୍ଚ୍ଚ ଯାଏଁ ରହିବ । ତେବେ ହାଟ ଗୁଡ଼ିକୁ କରୋନା ସତର୍କତା ପାଇଁ ସଫାସୂତୁରା ରଖାଯିବାକୁ ବିଏମସି ପକ୍ଷରୁ କୁହାଯାଇଛି।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.