ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ସରୁଛି ୟେସ୍ ବ୍ୟାଙ୍କ ଉପରେ ଲାଗିଥିବା ମୋରୋଟୋରିୟମ ପରିୟଡ । ଆସନ୍ତାକାଲି ଫେରିବ ବ୍ୟାଙ୍କରେ ଜମା ଥିବା ଜଗନ୍ନାଥଙ୍କ ଟଙ୍କା । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଛି । ୟେସ୍ ବ୍ୟାଙ୍କରେ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇଛି।
ୟେସ ବ୍ୟାଙ୍କର ଦେବାଳିଆ ସ୍ଥିତି ପରେ ଶ୍ରୀମନ୍ଦିରର ଟଙ୍କା ଫେରିବ କି ନାହିଁ ସେ ନେଇ ଅଶଙ୍କା ଦେଖାଦେଇଥିଲା । ଏହାକୁ ନେଇ ରାଜନୀତି ମଧ୍ୟ ଜୋର୍ ଧରିଥିଲା । ପରେ ବିଜେଡି ସାଂସଦମାନେ ଦିଲ୍ଲୀରେ ଅର୍ଥମନ୍ତ୍ରୀ ନିର୍ମଲା ସୀତାରମଣଙ୍କୁ ଭେଟି ସ୍ମାରକ ପତ୍ର ଦେଇଥିଲେ ।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.