ଭୁବନେଶ୍ୱର: କରୋନା ଭୁତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦ ଦୃଷ୍ଟିରୁ ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ପ୍ରଫେସର, ସହାୟକ ପ୍ରଫେସର ଏବଂ ସହକାରୀ ପ୍ରଫେସର ପଦବୀ ପାଇଁ ହେବାକୁ ଥିବା ସାକ୍ଷାତକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି । ଏ ସମ୍ପର୍କରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ତରଫରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି ।
ସୂଚନାଯୋଗ୍ୟ ଯେ ଏହି ବିଶ୍ୱବିଦ୍ୟାଳୟରେ ପ୍ରାଣୀ ବିଜ୍ଞାନ (ଜୁଲୋଜି) ବିଭାଗ ପାଇଁ ପ୍ରଫେସର, ସହକାରୀ ପ୍ରଫେସର ଏବଂ ସହାୟକ ପ୍ରଫେସର ନିଯୁକି ନିମନ୍ତେ ମାର୍ଚ୍ଚ ୨୩ ଏବଂ ୨୫ ତାରିଖରେ ସାକ୍ଷାତକାର ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏଥିନେଇ ସମସ୍ତ ଆବେଦନକାରୀଙ୍କୁ ଜଣାଇ ଦିଆଯାଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ।
BREAKING NEWS
- ବ୍ରହ୍ମପୁତ୍ରରେ ଓଲଟିଲା ଡଙ୍ଗା; ଶିଶୁଙ୍କ ସମେତ ୬ ନିଖୋଜ
- କାଲି ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରାକୁ ଫରୱାର୍ଡ଼ ବ୍ଲକର ସମର୍ଥନ
- Mamata Kulkarni: କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ଇସ୍ତଫା ଦେଲେ ମମତା କୁଲକର୍ଣ୍ଣୀ
- କେନ୍ଦ୍ର ବଜେଟ୍ ୨୦୨୬-୨୭; ହାଲୱା ଉତ୍ସବ ସହିତ ଅନ୍ତିମ ପର୍ଯ୍ୟାୟରେ ବଜେଟ୍ ପ୍ରସ୍ତୁତି
- ୧୫ ବର୍ଷରୁ କମ୍ ବୟସର ପିଲାଙ୍କ ସୋସିଆଲ ମିଡିଆ ବ୍ୟବହାର ନେଇ କଟକଣା
- Ratna Bhandar: ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ହାଇକୋର୍ଟ
- Hardcore Maoist Azad: କୋର୍ଟରେ ହାଜର ହେଲେ ଟପ୍ ମାଓ ନେତା ଆଜାଦ
- ଗିରଫ ହେଲେ ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର
- ଭାରତର ପ୍ରଥମ FRP ଆଲୁମିନିୟମ ୟୁନିଟ୍ ସମ୍ବଲପୁରରେ ଉଦଘାଟିତ
- ଅଫେରା ରାଇଜରେ ବଲିଉଡର ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ସମୀର ପାତ୍ର…
Comments are closed.