ମାଲକାନଗିରି: ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୭ ମାଓବାଦୀ । ମାସ୍କ ପିନ୍ଧି ଜଣେ କ୍ୟାଡର ମାଓବାଦୀଙ୍କ ସମତେ ୬ ଜଣ ମିଲିସିଆ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଗତ ୩ ବର୍ଷ ଧରି ସକ୍ରିୟ ଥିବା ସାମ୍ବା ଖରା ଓରଫ ରଣଦେବ ମାଲକାନଗିରି ଏସ.ପି ଓ ବି.ଏସ.ଏଫ ଆଡିସନାଲ ଡିଆଜିଙ୍କ ନିକଟରେ ଆତ୍ମସମର୍ପଣ କରିଛି ।
ରଣଦେବ ଓଡିଶା ସ୍ପେଶାଲ ଜୋନାଲର ସଦସ୍ୟ ଥିବା ବେଳେ ତା’ ନାଁରେ ଚିତ୍ରୋକୋଣ୍ଡା ଥାନାରେ ବହୁ ମାମଲା ରହିଛି । ଏମାନେ ସମସ୍ତେ ଚିତ୍ରକୋଣ୍ଡା ବିଚ୍ଛିନ୍ନାଂଚଳର ଅନେକ ହିଂସାକାଣ୍ଡରେ ଜଡିତ ଥିବା ମାଲକାନଗିରି ଏସ୍ପି କହିଛନ୍ତି ।
BREAKING NEWS
- କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସୁନାବେଡ଼ା HAL ୟୁନିଟ୍ କରିବେ ପରିଦର୍ଶନ
- ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତ ଗିରଫ ହେବା ନେଇ ପ୍ରତିଶ୍ରୁତି ଦେଲେ ଯାଜପୁର ଏସପି
- ମଣିଷ-କୁମ୍ଭୀର ଲଢ଼େଇ; ମରଣ ମୁହଁରୁ ଯୁବକଙ୍କୁ ବଞ୍ଚାଇଲେ ଦୁଇ ଭାଇ
- ଭିଜିଲାନ୍ସ ପଞ୍ଝାରେ ମୟୁରଭଞ୍ଜ ପୂର୍ତ୍ତ ବିଭାଗ AEE
- ଫ୍ଲାଇଦୁବାଇ ହାଇଜାକର ଅଲ୍ ହମାମୀର ବିସ୍ଫୋରକ ସ୍ଵୀକାରୋକ୍ତି; ମୁଁ ମରିବାକୁ ଡରେ ନାହିଁ…
- ଗହୀରମଥାରେ ବେଆଇନ ମାଛଧରା; ୭ ମତ୍ସ୍ୟଜୀବୀ ଗିରଫ
- ‘ଇସ୍ତଫା ଦେବାର କୌଣସି ଅର୍ଥ ନାହିଁ’ : ଟି-୨୦ ଅଧିନାୟକ ପଦରୁ ଓହରିବେ ନାହିଁ ଲିଟନ ଦାସ
- ଭାରତୀୟ କମ୍ପାନୀ ଉପରେ ଋଷର ଡ୍ରୋନ ଆକ୍ରମଣ, ଜଣେ ମୃତ
- ଫ୍ଲାଇଦୁବାଇ ବିମାନ ୯/୧୧ ଶୈଳୀରେ ତେଲ୍ ଆଭିଭ୍ର ଅଟ୍ଟାଳିକାରେ ବିମାନ ପିଟିବାକୁ ଯୋଜନା କରିଥିଲା କୋ-ପାଇଲଟ୍
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ

Comments are closed.