ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ସତର୍କତା ମୂଳକ ସମସ୍ତ ଜନଗହଳି ପୂର୍ଣ୍ଣ ସ୍ଥାନ ଉପରେ କଟକଣା ଲଗାଯାଇଛି । ଏହାରି ଭିତରେ ଆଜି ସ୍ପା ସେଂଟର, ସେଲୁନ ଓ ବିୟୁଟିପାର୍ଲରକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ଯ୍ୟନ୍ତ ଏଗୁଡିକୁ ବନ୍ଦ ରଖିବାକୁ କୁହାଯାଇଛି ।
ଏହି ସବୁ ସ୍ଥାନରେ ସେବା ଯୋଗାଇବା ସମୟରେ ଗ୍ରାହକ ଓ ସେବା ଯୋଗାଉଥିବା ବ୍ୟକ୍ତିଙ୍କ ମଧ୍ୟରେ ଗୋଟିଏ ମିଟର ଦୂରତା ରଖିବା ସମ୍ଭବ ନୁହେଁ । ତେଣୁ ଏଗୁଡିକୁ ବନ୍ଦ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ପରବର୍ତ୍ତୀ ନିର୍ଦ୍ଦେଶ ନଆସିବା ପର୍ୟ୍ୟନ୍ତ ସେଲୁନ, ବିଉଟିପାର୍ଲର ଓ ସ୍ପା ସେଂଟର ବନ୍ଦ ରହିବ ।
BREAKING NEWS
- ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ପୁରୀ ସାଂସଦ ପ୍ରାର୍ଥୀ
- ମିଶ୍ରଣ ପର୍ବ: ବିଜେଡିରେ ମିଶିଲେ ପୂର୍ବତନ ବିଶ୍ଵ ହିନ୍ଦୁ ପରିଷଦ ସଭାପତିଙ୍କ ସହ ବିଭିନ୍ନ ଦଳର ବହୁ ନେତା
- ସାଧାରଣ ନିର୍ବାଚନ ୨୦୨୪: ପ୍ରଥମ ପର୍ଯ୍ୟାୟରେ ଘରୁ ମତଦାନ କରିବେ ୪୧୫୮ ମତଦାତା
- ନାକଚ ହୋଇଯିବ କି ଲାଲୁ ଯାଦବ ଝିଅଙ୍କ ପ୍ରାର୍ଥପତ୍ର
- ୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ ସହର, ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି
- ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର
- ଗୁଣୁପୁରରୁ ନବୀନ ସରକାର ଉପରେ ବର୍ଷିଲେ ସାଂସଦ ବିପ୍ଳବ କୁମାର ଦେଓ
- କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ: ଏଚଡି ରେଭନ୍ନାଙ୍କୁ ଗିରଫ କଲା ଏସିଆଇଟି
- ବାୟୁସେନା ବାହନ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ: ୫ ଯବାନ ଆହତ
- ୟୁନିସେଫ୍ ର ଭାରତର ନ୍ୟାସନାଲ ଆମ୍ବାସାଡାର ହେଲେ କରୀନା