ରାୟପୁର: ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ଶନିବାର ଅପରାହ୍ନରେ ଛତିଶଗଡ ସୁକମା ଜିଲ୍ଲାର କୋରଜଗୁଡା ପାହାଡ ତଳେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି । ନକ୍ସଲ ଗତିବିଧିର ସୂଚନା ପାଇବା ପରେ ସ୍ୱତନ୍ତ୍ର ଟାସ୍କଫୋର୍ସ ଓ କୋବ୍ରା ବାହିନୀ ପକ୍ଷରୁ ସେ ଅଞ୍ଚଳକୁ ଗସ୍ତ କରିଥିଲେ । ଗୁଳି ବିନିମୟରେ ସୁରକ୍ଷାବାହିନୀ ପକ୍ଷରୁ ନକ୍ସଲଙ୍କୁ ଦିଆଯାଇଥିବା କଡା ଜବାବରେ ଏକାଧିକ ନକ୍ସଲ ନିହତ ଏବଂ ଅନେକ ଆହତ ହୋଇଥିବା କୁହାଯାଉଛି । ଏହି ଗୁଳି ବିନିମୟରେ ୧୧ ଜଣ ଡିଆରଜି ଯବାନ ଆହତ ହୋଇଥିବା ଜଣାପଡିଛି । ଜଙ୍ଗଲ ମଧ୍ୟରେ କମ୍ବିଂ ଓ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି ।
BREAKING NEWS
- ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
- ଭାରତର ଏହି ସ୍ୱଦେଶୀ ବ୍ରାଉଜର୍ କ୍ରୋମ୍-ଫାୟାରଫକ୍ସକୁ ଦେବ ଟକ୍କର
- ଓଡ଼ିଶାରେ କଇଁଛଙ୍କ ସଂଖ୍ୟା ୧୫.୧୧ ଲକ୍ଷ ଟପିଲା
- ଥାନା IIC ଙ୍କୁ ସଂଘବଦ୍ଧ ଆକ୍ରମଣ, ୨୦ ଅଟକ
- ବିରଜା ମନ୍ଦିର ଭିତରେ ପଶିଲେ ବିଦେଶୀ ନାଗରିକ
- ଏଣିକି ଲୁଣି ପାଣିରେ ବିଘଟିତ ହେବ ପ୍ଲାଷ୍ଟିକ!
- ଇରାନକୁ ଟ୍ରମ୍ପଙ୍କ ବୋମାମାଡ଼ ଧମକ
- ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିବ ବିଜେଡି
- ଧୋନିଙ୍କୁ କାହିଁକି ଏସବିଆଇ ଦିଏ ୬ କୋଟି ଟଙ୍କା? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
- ଇଣ୍ଡିଗୋ ଉପରେ ୯୪୪ କୋଟି ଟଙ୍କାର ଜୋରିମାନା
Comments are closed.