ନୂଆଦିଲ୍ଲୀ: ଆଜି ଦେଶବ୍ୟାପୀ ପାଳନ ହେଉଛି ଜନତା କର୍ଫ୍ୟୁ । ଚାରିଆଡେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ସେହିପରି ଜନତା କର୍ଫ୍ୟୁର ପ୍ରଭାବ ରାଜଧାନୀ ଦିଲ୍ଲୀର ଶାହିନ ବାଗରେ ମଧ୍ୟ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମର୍ଥନ କରି ଆଜି ଆନ୍ଦୋଳନ ସ୍ଥଳରୁ ବିକ୍ଷୋଭକାରୀମାନେ ହଟି ଯାଇଛନ୍ତି ।
ଏଠାରେ ମାତ୍ର ୫ଜଣ ମହିଳା ଉପସ୍ଥିତ ଅଛନ୍ତି । ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି । ବିକ୍ଷୋକାରୀ ମହିଳାଙ୍କୁ ପୋଲିସ ସମ୍ପୂର୍ଣ୍ଣ ଢ଼ାଙ୍କି ହେଉଥିବା ସୁଟ୍ ପିନ୍ଧିବାକୁ ପରାମର୍ଶ ଦେଇଛି । ସେପଟେ ସାଂକେତିକ ରୂପେ ଧାରଣା ସ୍ଥଳରେ ବିକ୍ଷୋଭକାରୀମାନେ ସେମାନଙ୍କ ଜୋତା ଓ ଚପଲ ଛାଡି ଯାଇଛନ୍ତି ।
ସୂଚନାମୁତାବକ, କେନ୍ଦ୍ର ସରକାରଙ୍କ ନାଗରିକତା ସଂଶୋଧନ ଆଇନ ବା ସିଏଏ, ଏନ୍ଆର୍ସି ଏନ୍ପିଆର୍କୁ ବିରୋଧ କରି ଗତ ଶହେରୁ ଅଧିକ ଦିନ ହେବ ଏଠାରେ ବିକ୍ଷୋଭକାରୀମାନେ ଆନ୍ଦୋଳନ କରୁଛନ୍ତି ।
BREAKING NEWS
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
Comments are closed.