ଚଣ୍ଡିଗଡ: ପଂଜାବରେ ଫେଲ୍ ମାରିଲା ଲକ ଡାଉନ ବ୍ୟବସ୍ଥା । ଲାଗୁ ହେଲା କର୍ଫ୍ୟୁ । କରୋନା ଭାଇରସର ମୁକାବିଲା ପାଇଁ ପଂଜାବ ସରକାର ସୋମବାରଠାରୁ ରାଜ୍ୟରେ କର୍ଫ୍ୟୁ ଲାଗୁ କରିଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବେ ପଂଜାବ ଏହି କର୍ଫ୍ୟୁ ଲାଗୁ କରିଛି ।
କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ଲକ୍ ଡାଉନ୍ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ ସାରା ରାଜ୍ୟକୁ ସୋମବାରଠାରୁ ଲକ୍ଡାଉନ୍ ଘୋଷଣା କରିଥିଲେ। ହେଲେ ସୋମବାର ଏହା ସମ୍ପୂର୍ଣ୍ଣ ଭାବେ ଫେଲ୍ ମାରିଛି। ଲୋକେ ନିୟମ ନମାନି ଏଣେ ତେଣେ ବୁଲିଥିଲେ । ଏହାକୁ ଦେଖି ପଞ୍ଜାବ ସରକାର ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରିଛନ୍ତି।
BREAKING NEWS
- Shukra Nakshatra Gochar:ଶୁକ୍ର କରିବେ ନକ୍ଷତ୍ର ପରିବର୍ତ୍ତନ;ମକର ସମେତ ଏହି ରାଶିମାନଙ୍କର ଫିଟିବ ଭାଗ୍ୟ
- ଦୁରନ୍ତୋ ଏକ୍ସପ୍ରେସର ଶୌଚାଳୟରେ କର୍ମଚାରୀ ବାସନ ଧୋଇବାର ଭିଡିଓ ସାମ୍ନାକୁ ଆସିବା ପରେ ରେଳବାଇକୁ ନୋଟିସ ଜାରି କଲା FSSAI
- ଆରମ୍ଭ ହେଲା SIR; ପ୍ରଥମ ଦିନରେ ୨ଲକ୍ଷ ୫୯ହଜାରରୁ ଅଧିକ ଭୋଟରଙ୍କୁ ପରିଗଣନା ଫର୍ମ ବଣ୍ଟନ
- Odisha Vigilance: ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ବନ୍ଧାହେଲେ ସମବାୟ ଅଧିକାରୀ
- ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଏନଏଚଆରସି ଟିମ୍
- ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖସିଲା ଛାତର ସିଲିଂ;ଅଳ୍ପକେ ବର୍ତ୍ତିଲେ ରୋଗୀ
- ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ଝଟକା, ଚାର୍ଜ ଫ୍ରେମ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
- ଇକୋଲାଇମ୍+: ଶିଳ୍ପ ଆବର୍ଜନା ପାଲଟିଲା ସମାଧାନ, ଓଡ଼ିଶାର ଅମ୍ଳୀୟ ମାଟିରେ ହେବ ୧୦-୧୫% ଡିଏପି ସଞ୍ଚୟ
- Cotton Import Custom Duty:ବୟନ ଶିଳ୍ପକୁ ସରକାରଙ୍କ ବଡ଼ ଉପହାର;କପା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼
- ଗୋଟିଏରୁ ଅଧିକ ପାନ କାର୍ଡ ରଖିବା ପଡିପାରେ ମହଙ୍ଗା, ଗଣିବାକୁ ପଡିବ ମୋଟା ଅଙ୍କର ଜରିମାନା
Comments are closed.