ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶିବରାଜ ସିଂହ ଚୌହ୍ୱାଣ। ଦାୟିତ୍ୱ ଗ୍ରହଣର କିଛି ଘଣ୍ଟା ଭିତରେ ତାଙ୍କୁ ଭେଟିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ । ଆଜି ଦୁଇ ନେତା ସାକ୍ଷାତ ଆଲୋଚନା କରିଛନ୍ତି । ଶିବରାଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କମଲନାଥ । ଏହାସହ କରୋନା ମୁକାବିଲା ନେଇ ଦୁହେଁ ଆଲୋଚନା କରିଥିବା ସୂଚନା ମିଳିଛି ।
ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଭାଙ୍ଗିଥିଲା । ୧୫ ମାସ ନିର୍ବାସନ ପରେ ପୁଣି ଥରେ କ୍ଷମତାକରୁ ଫେରିଛି ବିଜେପି । ଶିବରାଜ ସିଂହ ଚୌହ୍ୱାଣ ଚତୁର୍ଥ ଥର ମଧ୍ୟପ୍ରଦେଶ ଶାସନ ଭାର ସମ୍ଭାଳିଛନ୍ତି । କରୋନା ଭାଇରସକୁ ନେଇ ନେଇ ସାରା ଦେଶ ଲକଡାଉନ୍ ହୋଇଥିବା ବେଳେ ଏଭଳି ସମୟରେ ଶିବରାଜ ସିଂହ ଚୌହ୍ୱାନଙ୍କ ଆଗରେ ବି ଚ୍ୟାଲେଞ୍ଜ । ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଦଳମତ ନିର୍ବିଶେଷରେ କିଭଳି କାମ କରିବେ ସେନେଇ ଶିବରାଜ ଓ କମଲନାଥ ଆଲୋଚନା କରିଥିବା ସୂଚନା ମିଳିଛି ।
BREAKING NEWS
- ଏ କି ପ୍ରକାର ନ୍ୟାୟ ! ବିନା ଦୋଷରେ ସଜା କାଟିଲେ ୨୨ ବର୍ଷ
- ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ…
- ଅଗଷ୍ଟ ୧୭ରୁ ଆରମ୍ଭ ହୋଇପାରେ ସଂସଦର ସ୍ୱତନ୍ତ୍ର ଅଧିବେଶନ: ସୀମା ନିର୍ଦ୍ଧାରଣ ଓ ମହିଳା ଆରକ୍ଷଣ ବିଲ୍ ଉପରେ ହୋଇପାରେ ଆଲୋଚନା
- ମୁଖ୍ୟ ଚୟନକର୍ତ୍ତା ଦୌଡ଼ରେ ଲକ୍ଷ୍ମଣ
- ଝାରସୁଗୁଡ଼ାରେ ହ୍ରାସ ପାଉଛି ଡେଙ୍ଗୁ ସଂକ୍ରମଣ: ସପ୍ତାହକୁ ୪ ଦିନ ‘ଡ୍ରାଏ ଡେ’ ପାଳନ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱତନ୍ତ୍ର ୱାର୍ଡ
- କପିଳ ଦେବଙ୍କ ରେକର୍ଡ ଭାଙ୍ଗିବା ଆଶାରେ ମିଚେଲ ଷ୍ଟାର୍କ
- ଭିଜିଲାନ୍ସ ଜାଲରେ ଫସିଲେ ଦୁଇ RTO କର୍ମଚାରୀ
- ସମ୍ପାଦକ ଦେବଜିତ ସାଇକିଆଙ୍କ ଅସୁସ୍ଥତା ଯୋଗୁଁ ସ୍ଥଗିତ ରହିଲା ବିସିସିଆଇର ସମୀକ୍ଷା ବୈଠକ
- ଆପଣଙ୍କ ନାମରେ କେତୋଟି ସିମ୍ କାର୍ଡ ଆକ୍ଟିଭ୍ ଅଛି? ‘ସଞ୍ଚାର ସାଥୀ’ ପୋର୍ଟାଲ ଜରିଆରେ ଏମିତି କରନ୍ତୁ ଯାଞ୍ଚ
- ଭୁବନେଶ୍ୱର ଓ କଟକରୁ ୪୮ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ: ୪୨ ଜଣଙ୍କୁ କରାଗଲା ଦେଶାନ୍ତର
Comments are closed.