ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରେ ଏମ୍ଏଲ୍ଏ ଲାଡ ଫଣ୍ଡରୁ ଟଙ୍କା ଖର୍ଚ୍ଚ ହେବ । ଗଂଜାମ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ବିଧାୟକ ପାଣ୍ଠି ଟଙ୍କା ପ୍ରଦାନ କରିଛନ୍ତି ।
କରୋନା ନିୟନ୍ତ୍ରଣ ପାଇଁ ଯାହା ଖର୍ଚ୍ଚ ହେବ ସେହି ପାଣ୍ଠିରୁ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରେ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ୨୦୧୯-୨୦ ବର୍ଷରେ ଏମ୍ଏଲ୍ଏ ଲାଡ୍ରେ ଥିବା ସମସ୍ତ ପାଣ୍ଠିକୁ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରଦାନ କରିଛନ୍ତି ନବୀନ ।
BREAKING NEWS
- ବ୍ରହ୍ମପୁତ୍ରରେ ଓଲଟିଲା ଡଙ୍ଗା; ଶିଶୁଙ୍କ ସମେତ ୬ ନିଖୋଜ
- କାଲି ଓଡ଼ିଶା ବନ୍ଦ; ନବନିର୍ମାଣ କୃଷକ ସଂଗଠନର ବନ୍ଦ ଡାକରାକୁ ଫରୱାର୍ଡ଼ ବ୍ଲକର ସମର୍ଥନ
- Mamata Kulkarni: କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ଇସ୍ତଫା ଦେଲେ ମମତା କୁଲକର୍ଣ୍ଣୀ
- କେନ୍ଦ୍ର ବଜେଟ୍ ୨୦୨୬-୨୭; ହାଲୱା ଉତ୍ସବ ସହିତ ଅନ୍ତିମ ପର୍ଯ୍ୟାୟରେ ବଜେଟ୍ ପ୍ରସ୍ତୁତି
- ୧୫ ବର୍ଷରୁ କମ୍ ବୟସର ପିଲାଙ୍କ ସୋସିଆଲ ମିଡିଆ ବ୍ୟବହାର ନେଇ କଟକଣା
- Ratna Bhandar: ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ରାଜ୍ୟ ସରକାର: ହାଇକୋର୍ଟ
- Hardcore Maoist Azad: କୋର୍ଟରେ ହାଜର ହେଲେ ଟପ୍ ମାଓ ନେତା ଆଜାଦ
- ଗିରଫ ହେଲେ ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର
- ଭାରତର ପ୍ରଥମ FRP ଆଲୁମିନିୟମ ୟୁନିଟ୍ ସମ୍ବଲପୁରରେ ଉଦଘାଟିତ
- ଅଫେରା ରାଇଜରେ ବଲିଉଡର ଓଡ଼ିଆ ସାଉଣ୍ଡ ଇଞ୍ଜିନିୟର ସମୀର ପାତ୍ର…
Comments are closed.