ନୂଆଦିଲ୍ଲୀ: କରୋନାକୁ ନେଇ ଏବେ ସାରା ଦେଶ ଲଢ଼େଇ କରୁଥିବା ବେଳେ କେନ୍ଦ୍ର ସରକାର ବଡ ନିଷ୍ପତି ନେଇଛନ୍ତି । ଏଥିପାଇଁ ୧.୭୦ ଲକ୍ଷ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ପ୍ୟାକେଜରେ ଗରିବ ବିପିଏଲ ପରିବାରଙ୍କୁ ମାଗଣାରେ ଗ୍ୟାସ୍ ଯୋଗଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି ।
ଉଜ୍ୱଳା ଯୋଜନାରେ ବିପିଏଲ୍ ପରିବାରକୁ ଆସନ୍ତା ୩ ମାସ ଯାଏଁ ମାସକୁ ଗୋଟିଏ ଲେଖାଏଁ ସିଲିଣ୍ଡର ମାଗଣାରେ ପାଇବେ । ଉଜ୍ଜଳା ଖାତାରେ ଟଙ୍କା ନଥିଲେ ମଧ୍ୟ ହିତାଧିକାରୀଙ୍କୁ ଗ୍ୟାସ ମିଳିବ । କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଦ୍ୱାରା ୮ କୋଟି ଉଜ୍ଜଳା ହିତାଧିକାରୀ ଲାଭବାନ ହୋଇପାରିବେ ।
BREAKING NEWS
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
Comments are closed.