ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରା ଦେଶକୁ ଲକ ଡାଉନ୍ କରାଯାଇଛି । ଏଭଳି ସ୍ଥିତିରେ ପିଲାଙ୍କୁ ଘରେ ରହି ପଢ଼ିବା ପାଇଁ ପରାମର୍ଶ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ । ଛୁଟି ଦିନ ମାନଙ୍କରେ ଘରେ ରହି ପାଠ ପଢ଼ା ଜାରି ରଖିବାକୁ ସେ ପିଲାଙ୍କୁ ପରାମର୍ଶ ଦେଇଛନ୍ତି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକ ବ୍ଲକ ସ୍ତରରେ ପହଂଚି ସାରିଛି । ପରିସ୍ଥିତି ସ୍ୱାଭାବିକ ହେବା ପରେ ଏହାକୁ ଯୋଗାଇ ଦିଆଯିବ । ଏଥିସହ ନବମ ଶ୍ରେଣୀର ବାକି ଥିବା ଗୋଟିଏ ବିଷୟର ପରୀକ୍ଷା ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ଜୁନ୍ ୧୫ ତାରିଖରେ ସ୍କୁଲ ପୁଣି ଥରେ ଆରମ୍ଭ ହେବ । ୩ ମାସର ମଧ୍ୟାହ୍ନ ଭୋଜନ ବ୍ଲକ ଜରିଆରେ ପଠାଇ ଦିଆଯାଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
BREAKING NEWS
- ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ
- ବାବା ଭେଙ୍ଗାଙ୍କ ବ୍ୟତୀତ ଆଉ କେଉଁମାନଙ୍କ ଭବିଷ୍ୟବାଣୀ ହୋଇଛି ସତ ? ଜାଣନ୍ତୁ…
- CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…
- ‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’
- ୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…
- ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ
- Ollywood Movie: ସାମାଜିକ ବାର୍ତ୍ତା ନେଇ ଖୁବଶୀଘ୍ର ଆସୁଛି ଓଡ଼ିଆ ଫିଲ୍ମ ‘ମହାକାଳ’
- Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଏହି ଲୋକମାନେ ପରମାଣୁ ବୋମାକୁ ସେତିକି ଭୟ କରନ୍ତିନି, ଯେତିକି ଇସଲାମକୁ କରନ୍ତି…
- E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….
Comments are closed.