ଜବଲପୁର: ମଧ୍ୟପ୍ରଦେଶ ଜବଲପୁରରେ ଥିବା ଏକ ସେନା ଶିବିରରେ ଭୟାନକ ବିସ୍ଫୋରଣ ହୋଇଛି । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୁରକ୍ଷା ସଂସ୍ଥା ୫୦୬ ସେନା ଶିବିରରେ ଥିବା ଜିସିଏଫ୍ରେ ଏହି ଅଘଟଣ ଘଟିଛି । ନାଇଟ୍ରୋଜେନ ସିଲିଣ୍ଡର ଫାଟିବା ଯୋଗୁଁ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ସେନା ବାହିନୀର ବରିଷ୍ଟ ଅଧିକାରୀ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ସିଲିଣ୍ଡରଟି କିଭଳି ଫାଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ ।
BREAKING NEWS
- ୨ ଉପମୁଖ୍ୟମନ୍ତ୍ରୀ ପଦବୀ ମାମଲା:ଜନସ୍ୱାର୍ଥ ମାମଲାକୁ ଖାରଜ କଲେ ହାଇକୋର୍ଟ
- ମା’ଙ୍କ ଶେଷକୃତ୍ୟ ପାଇଁ ମିଳିଲା ପାରୋଲ: ୬୫୪ ଦିନ ପରେ ୫ ଘଣ୍ଟା ପାଇଁ ଜେଲ୍ ରୁ ବାହାରିଲେ ଚିନ୍ମୟ କୃଷ୍ଣ
- ‘କ୍ୟାାଟ କିଲର’ର ଭୟ! ୨୦ ବିଲେଇଙ୍କ ମୃତ୍ୟୁ; ଅଭିଯୁକ୍ତଙ୍କ ବିଷୟରେ ସୂଚନା ଦେଲେ ୫୦,୦୦୦ ଟଙ୍କା…
- Heavy Rain: କାଲି ଏହି ଜିଲ୍ଲାର ସମସ୍ତ ଅଙ୍ଗନବାଡି ,ସ୍କୁଲ୍ ଛୁଟି
- ଡକ୍ଟର ପ୍ରତିଭା ରାୟଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ସାହିତ୍ୟ ଅକାଦେମୀ ଫେଲୋସିପ୍ ପ୍ରଦାନ
- ଭୁବନେଶ୍ୱରବାସୀଙ୍କ ମୌଳିକ ସମସ୍ୟା ପ୍ରତି ଚରମ ଅବହେଳା ପ୍ରତିବାଦରେ ବି.ଏମ୍.ସି. ଘେରିଲା ଓଜେସି
- Odisha Orangutan Rescue:ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ: ମୁଖ୍ୟମନ୍ତ୍ରୀ
- ଏଥର ଆଗୁଆ ଆସିପାରେ ଖରାଦିନ, ଶୀଘ୍ର ସମାପ୍ତ ହୋଇପାରେ ମୌସୁମୀ: ପ୍ରସ୍ତୁତି ହେଲେଣି ରାଜ୍ୟ ସରକାର
- ଓରାଙ୍ଗ ଉଟାନ ଚାଲାଣରେ ସମ୍ପୃକ୍ତି ଥିବା ବ୍ୟକ୍ତି ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ନେସନାଲ ଜୁ ଅଥରିଟିକୁ ଚିଠି
- ଟି ସର୍ଟ ମାଧ୍ୟମରେ ଅଗରକରଙ୍କୁ ଟାର୍ଗେଟ କରିଛନ୍ତି କି ରୋହିତ

Comments are closed.