ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ଗଜପତି, ନୂଆପଡ଼ା, ନୟାଗଡ଼, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଭାବେ ଖୋର୍ଦ୍ଧା ଜିଲ୍ଲାରେ ଦିନ ୫ଟା ୩୦ ସୁଦ୍ଧା ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।