ନୂଆଦିଲ୍ଲୀ: ଲକ୍ ଡାଉନ୍ ପରେ ସାରା ଦେଶରେ ବିଭିନ୍ନ ସ୍ଥାନରେ ଅଟକ ଅଛନ୍ତି ଲକ୍ଷ ଲକ୍ଷ ଶ୍ରମିକ । ନିଜ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି । ଦିଲ୍ଲୀ ରାଜରାସ୍ତାରେ ପ୍ରବଳ ଭିଡ ହେଉଛି । ଲକ୍ ଡାଉନ୍ ବେଳେ ସେମାନଙ୍କ ପାଇଁ ଖାଇବା ଓ ରହିବା ବ୍ୟବସ୍ଥା ନଥିବାରୁ ଚାଲି ଚାଲି ଘରକୁ ଫେରୁଛନ୍ତି ଶ୍ରମିକ । ଏନେଇ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । କେନ୍ଦ୍ରକୁ ଷ୍ଟାର୍ଟସ ରିପୋର୍ଟ ତଲବ କରିଛନ୍ତି ।
କଣ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଆସନ୍ତାକାଲି ମାମଲାର ପରବର୍ତ୍ତୀ ଶୁଣାଣି ରହିଛି । ଭିଡିଓ କନଫରେନ୍ସିରେ ମାମଲାର ଶୁଣାଣି କରିଥିଲେ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍. ଏ. ବୋବଡେ ଓ ଜଷ୍ଟିସ ଏଲ୍. ନାଗେଶ୍ୱର ରାୟଙ୍କ ଖଣ୍ଡପୀଠ ।
BREAKING NEWS
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ

Comments are closed.