କଟକ: ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟ ରେ ଅଭିଜ୍ଞ ଡାକ୍ତର ନିୟୋଜିତ କରିବାକୁ ହାଇକୋର୍ଟ ଙ୍କ ନିର୍ଦ୍ଧେଶ। କୋରନା ରୋଗୀ ଙ୍କୁ ଚିକିତ୍ସା କରୁଥିବା ସମସ୍ତ ଡାକ୍ତର ମାନଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ସରଞ୍ଜାମ ଯୋଗାଇବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଓ ଡିଏମଇଟି ଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ହାଇକୋର୍ଟ ।
ନିହାତି ଆବଶ୍ୟକ ନଥିଲେ ଡାକ୍ତରଙ୍କୁ ଛୁଟି ନଦେବାକୁ ନିର୍ଦ୍ଧେଶ ଦେଇଛନ୍ତି କୋର୍ଟ । ସେହିପରି ରୋଗୀ ଓ ରୋଗୀ ସମ୍ପର୍କୀୟଙ୍କୁ ବାଟରେ ନ ଅଟକାଇବାକୁ ପୋଲିସ ବିଭାଗଙ୍କୁ ନିର୍ଦ୍ଧେଶ ଦେଇଛନ୍ତି ହାଇକୋର୍ଟ । ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି କାର୍ୟ୍ୟକାରି ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ଜଷ୍ଟିସ ବିଶ୍ୱନାଥ ରଥ ଙ୍କ ଖଣ୍ଡପୀଠ ଏହି ନିର୍ଦ୍ଧେଶ ଦେଇଛନ୍ତି ।
BREAKING NEWS
- ଏନସିଏ ହାଇ ପର୍ଫମାନ୍ସ ପ୍ରୋଗ୍ରାମ: ୩୦ ଖେଳାଳିଙ୍କ ମଧ୍ୟରେ ଶ୍ରେୟାଶ ଆୟାର, ଈଶାନ କିଶାନ
- ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି