ଭୁବନେଶ୍ୱର: ମାଗଣାରେ ଚିକିତ୍ସ ପାଇବେ କରୋନା ସଂକ୍ରମିତ ବ୍ୟକ୍ତି । ସଂକ୍ରମିତ ବ୍ୟକ୍ତିଙ୍କ ସମସ୍ତ ଚିକିତ୍ସା, ଖାଇବା ଓ ରହିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରୋତ ବାଗଚୀ ।
କରୋନା ମୁକାବିଲା ପାଇଁ ରାଜ୍ୟରେ ଜରୁରୀକାଳୀନ ଭିତ୍ତିରେ କୋଭିଡ-୧୯ ହସ୍ପିଟାଲ ତିଆରି ଚାଲିଛି । ହସ୍ପିଟାଲ ନିର୍ମାଣ କାମ ଶେଷ କରିବାରେ ବିଭିନ୍ନ ବେସରକାରୀ ସଂସ୍ଥାଙ୍କ ସହ ରାଜ୍ୟ ସରକାର ଚୁକ୍ତି କରିଛନ୍ତି । ତେବେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଟଙ୍କାପଇସା ପାଇଁ ଚିନ୍ତିତ ହୁଅନ୍ତୁ ନାହିଁ । ଦୃଢ଼ ମନୋବଳ ସହ କରୋନା ମୁକାବିଲା କରନ୍ତୁ । ସରକାର ସମସ୍ତ ସେବା ଆକ୍ରାନ୍ତଙ୍କୁ ବିନା ଶୁଳ୍କରେ ଉପଲବ୍ଧ କରାଇବେ ବୋଲି ବାଗଚୀ କହିଛନ୍ତି।
ସେ ଆହୁରି କହିଛନ୍ତି ଯେ, ସରକାରଙ୍କ ଲକଡାଉନ ନିମୟକୁ ବର୍ତ୍ତମାନ ରାଜ୍ୟରେ ୯୦ ପ୍ରତିଶତ ଲୋକ ପାଳନ କରୁଛନ୍ତି । ହେଲେ ଦୁର୍ଭାଗ୍ୟବଶତଃ ୧୦ ପ୍ରତିଶତ ଲୋକ ଘଟଣାର ଗୁରୁତ୍ୱ ବୁଝୁ ନାହାନ୍ତି । ସେମାନଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ।
BREAKING NEWS
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
- Budget 2026: ବଜେଟ୍ ଉପସ୍ଥାପନା ପୂର୍ବରୁ କାହିଁକି ପ୍ରସ୍ତୁତ ହୁଏ ହାଲୱା, କ’ଣ ରହିଛି ଏହା ପଛର ବିଶେଷ କାହାଣୀ?
- Union Budget 2026: ଚାଷୀ, ମହିଳା ଏବଂ ଯୁବକମାନଙ୍କୁ ଅଭିବୃଦ୍ଧି ପ୍ରଦାନ କରିବାର ଲକ୍ଷ୍ୟ କହିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- ଲଟେରୀ ଜରିଆରେ ବିଏମ୍ସି ପକ୍ଷରୁ ପକ୍କା ଘର ଆବଣ୍ଟନ
- Budget 2026 Speech: ସଂସଦରେ ଆଗତ ହେଲା ବଜେଟ ୨୦୨୬-୨୭, ଲଗାତାର ୯ମ ଥର ପାଇଁ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
Comments are closed.