ଭୁବନେଶ୍ୱର: ଆମ୍ବୁଲାନ୍ସର ଅପବ୍ୟବାର କଲେ ଆଉ ତ୍ରାହି ନହିଁ । ରୋଗୀଙ୍କ ବଦଳରେ ପାସେଂଜର ବୋହିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ତାଲାବନ୍ଦ ସମୟରେ ମେଡିକାଲ କାମ କିମ୍ବା କରୋନା ମୁକାବିଲା ଛଡା ଅନ୍ୟ କୌଣସି କାମରେ ଆମ୍ବୁଲାନ୍ସକୁ ବ୍ୟବହାର କରୁଥିଲେ ହେବ ଦୃଢ କାର୍ୟ୍ୟାନୁଷ୍ଠାନ । କରୋନା ପ୍ରେସମିଟରେ ସରକାରଙ୍କ ପକ୍ଷରୁ ଏଭଳି କଡା ନିଷ୍ପତ୍ତି ଶୁଣାଇଛନ୍ତି କୋଭିଡ-୧୯ ମୁଖପାତ୍ର ସୁବ୍ରତ ବାଗଚୀ । ରାଜ୍ୟରେ କିଛି ସ୍ଥାନରେ ଆମ୍ବୁଲାନ୍ସର ଅପବ୍ୟବାର କରାଯାଇଥିବା ଖବର ଆସିଛି । ଲକଡାଉନ ସମୟରେ ଆମ୍ବୁଲାନ୍ସରେ କିଛି ଲୋକଙ୍କୁ ବୁହାଯାଉଥିବା ସୂଚନା ମିଳିଛି । ତେବେ ତାଲାବନ୍ଦ ବେଳେ ଏଭଳି କାମ ଆଦୌ କ୍ଷମଣୀୟ ନୁହେଁ । ଆଗାମୀ ଦିନରେ ଯଦି ଆମ୍ବୁଲାନ୍ସର କେହି ଅପବ୍ୟବହାର କରନ୍ତି ତେବେ ଡ୍ରାଇଭର ସମେତ ମାଲିକଙ୍କୁ ଗିରଫ କରାଯିବ । ଏହା ସହ ଉକ୍ତ ଆମ୍ବୁଲାନ୍ସକୁ ବାଜ୍ୟାପ୍ତ କରାଯିବ ବୋଲି ସରକାର ନିର୍ଦ୍ଦେଶ ଦେଇଥିବା ସୁବ୍ରତ କହିଛନ୍ତି ।
BREAKING NEWS
- ନିର୍ବାଚନ ବେଳେ ଚିଟଫଣ୍ଡ ପ୍ରସଙ୍ଗ, ଆଭିମୁଖ୍ୟରେ ଆନ୍ତରିକତା ରହିଛି ନା ଭୋଟ୍ ବ୍ୟାଙ୍କ ରାଜନୀତି?
- ୯୯.୭୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଥିଲେ ଛାତ୍ରୀ, ଏବେ ବ୍ରେନ ହେମରେଜ୍ରୁ ମୃତ୍ୟୁ
- ରାହୁଲ ଗାନ୍ଧୀଙ୍କୁ ମୋଦୀଙ୍କ ଜବାବ: ଅସାଧୁ ଉପାୟରେ ଫାଇଦା ଦେଇଥିଲେ ଫାଶୀ ଖୁଣ୍ଟରେ ଝୁଲିବାକୁ ପ୍ରସ୍ତୁତ
- ପୁରୀରେ ରୋଡ୍ ସୋ ପୂର୍ବରୁ ଶ୍ରୀମନ୍ଦିର ଯାଇ ପୂଜାର୍ଚ୍ଚନା କରିବେ ପ୍ରଧାନମନ୍ତ୍ରୀ: ସମ୍ବିତ ପାତ୍ର
- ଗଞ୍ଜାମରେ ନିର୍ବାଚନ ହିଂସାକୁ ଦେଖି ୨୦ରେ ମତଦାନ ବେଳେ ସିଏପିଏଫର ୨୦ କମ୍ପାନୀ ମୁତୟନ କରାଯିବ
- ଆଇଟିଏଫ ଜୁନିୟର ଗ୍ରାଣ୍ଡସ୍ଲାମ ଡେଭେଲପମେଂଟ ପ୍ରୋଗ୍ରାମ ପାଇଁ ଚୟନ ହେଲେ ଓଡିଶାର ଆହାନ
- ଜୀବନପ୍ରତି ବିପଦ ଥିବା ଦର୍ଶାଇ ସୁରକ୍ଷା ଲୋଡିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ ପାଣିଗ୍ରାହୀ
- ଚାରିଧାମ ଯାତ୍ରା ବେଳେ ଭିଡିଓ କିମ୍ବା ରିଲ୍ସ କରିପାରିବେନି ଭକ୍ତ
- ସପରିବାର ବେଙ୍ଗାଲୁରରେ ପଂହଚିଲେ ଧୋନୀ, ନେବେ କି ଅବସର !
- ଯଦି ବିକାଶ ହୋଇଛି ଓଡ଼ିଶାରେ ଦାଦନ ସମସ୍ୟା କାହିଁକି ଚରମ ସୀମାରେ: ଖଡ଼ଗେ