ଭୁବନେଶ୍ୱର: ଓଡ଼ିଶାରେ ଏଯାଏଁ ସେହି ୩ ଜଣ ହିଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ୪୭୩ ନମୁନାର ପରୀକ୍ଷା ହୋଇଥିବା ବେଳେ ୪୭୦ ନମୂନା ନେଗେଟିଭ୍ ଆସିଛି ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗଚୀ । ଅନଲାଇନ୍ ଓ ୧୦୪ରେ ମୋଟ୍ ୧୧ ହଜାର ୫୭୫ ଜଣ ପଞ୍ଜୀକରଣ କରିଛନ୍ତି । ଆଉ ଏଯାବତ୍ ୪ ହଜାର ୩୧୩ ଜଣ ବିଦେଶ ଫେରନ୍ତା ଅଛନ୍ତି ।
ସେହିପରି ଦିନ ୩ଟା ସୁଦ୍ଧା, ୨୦୦ଟି ଦେଶ କରୋନା ସଂକ୍ରମିତ ହୋଇଛି । ସେଥିମଧ୍ୟରେ ମୋଟ ୭ଲକ୍ଷ ୯୯ହଜାର ୯୩୬ ଜଣ ସଂକ୍ରମିତ ହୋଇଥିବାବେଳେ ୩ଲକ୍ଷ ୮୧ ହଜାର ୩ଜଣଙ୍କ ମୃତ୍ୟୁ ହୋଇଛି । ସବୁଠାରୁ ବଡ଼ କଥା ହେଲ ଗତ ୨୪ ଘଣ୍ଟାରେ ବିଶ୍ୱରେ କରୋନା ଦ୍ୱାରା ୪ ହଜାରରୁ ଅଧିକ ମୃତ ହୋଇଛନ୍ତି । ସେହିଭଳି ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୧ ଜଣ କରୋନା ପଜିଟିଭ୍ ଥିବାବେଳେ ୩୨ ଜଣଙ୍କ ମୃତ୍ୟୁ ହୋଇଛି ବୋଲି କହିଛନ୍ତି ସୁବ୍ରତ ବାଗଚୀ ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.