Latest Odisha News

BREAKING NEWS

ଓଡ଼ିଶାର ଚତୁର୍ଥ କରୋନା ଆକ୍ରାନ୍ତ ବ୍ୟକ୍ତି କେଉଁ ସ୍ଥାନରୁ କେଉଁ ସ୍ଥାନକୁ ଯାତ୍ରା କରିଥିଲେ, ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟର ଚତୁର୍ଥ ପଜିଟିଭ୍ କୋଭିଡ୍‌-୧୯ ସଂକ୍ରମିତ ବ୍ୟକ୍ତିଙ୍କ ଟ୍ରାଭେଲ୍ ହିଷ୍ଟ୍ରିି ସର୍ମ୍ପକରେ ସୂଚନା ପ୍ରଦାନ କରିଛନ୍ତି । ଗତକାଲି ତାଙ୍କର କରୋନା ପରୀକ୍ଷା ପଜିଟିଭ୍ ଚିହ୍ନଟ ହୋଇଥିଲା ।

Leave A Reply

Your email address will not be published.