ଭୁବନେଶ୍ୱର: ଓଡିଶାରେ ଚିହ୍ନଟ ପଞ୍ଚମ କରୋନା ପଜିଟିଭ ରୋଗୀ ସୂର୍ଯ୍ୟନଗର ଅଞ୍ଚଳର ହୋଇଥିବାରୁ ଆଜି ସୂର୍ଯ୍ୟନଗର ଓ ଆଖପାଖ ଅଂଚଳର ବିଭିନ୍ନ ରାସ୍ତା, ଗଳିକନ୍ଦି ଓ ଛକମାନଙ୍କରେ ଭୂତାଣୁ ସଂକ୍ରମଣ ନିରୋଧୀ ସ୍ପ୍ରେ କରାଯାଇଛି । ଏଥି ସହ ଛଅ ନମ୍ବରର ବିଭିନ୍ନ ଅଞ୍ଚଳରେ ମଧ୍ୟ ସ୍ପ୍ରେ କରାଯାଇଛି ।
ଗତକାଲି ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ଭୁବନେଶ୍ୱରର ସୂର୍ଯ୍ୟନଗର ଅଞ୍ଚଳର ଏହି ୬୦ ବର୍ଷ ବୟସ୍କ ବ୍ୟକ୍ତି କରୋନା ପଜିଟିଭ୍ ଥିବା ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଥିଲା । ଏଥି ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.