ଗଞ୍ଜାମ: ବ୍ରହ୍ମପୁର ନିକଟସ୍ଥ କୁକୁଡାଖଣ୍ଡି ବ୍ଲକର ମାଟିଆ ସାହି ଗାଁକୁ କରୋନା ହଟସ୍ପଟ ଘୋଷଣା କଲା ଜିଲ୍ଲା ପ୍ରଶାସନ । ଭୁବନେଶ୍ୱରର ସଂକ୍ରମିତ ଅଂଚଳରୁ ଏହି ମାଟିଆ ସାହି ଗାଁକୁ ୧୩୦ଜଣ ଶ୍ରମିକ ଯାଇଛନ୍ତି । ଏହି ଘଟଣା ପ୍ରଶାସନର ନଜରକୁ ଆସିବା ପରେ ମାଟିଆ ସାହି ଗାଁକୁ ସମ୍ପୁର୍ଣ୍ଣ ଲକ-ଡାଉନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗାଁକୁ ପ୍ରବେଶ ଓ ବାହାରିବା ଉପରେ କଟକଣା ଲଗାଯାଇଛି । ଏନେଇ ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରେୟ ଭାଉସାହେବ ନିର୍ଦ୍ଦେଶନାମା ଜାରି କରିଛନ୍ତି ।
ଗୋଳନ୍ଥରା ଆଇଆଇସି ଅସ୍ଥାୟୀ ଚେକପୋଷ୍ଟ ନିର୍ମାଣ କରି ଗାଁକୁ ପ୍ରବେଶ ଏବଂ ବାହାରିବା ଉପରେ ପୁରା ନଜର ରଖିଛନ୍ତି । ଏଥିସହ କୁକୁଡାଖଣ୍ଡିର ଅତିରିକ୍ତ ତହସିଲଦାରଙ୍କୁ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଭାବେ ଦାୟିତ୍ୱ ଦିଆଯାଇଛି । କୁକୁଡାଖଣ୍ଡିର ତହସିଲଦାର ଏହି ସମ୍ପୁର୍ଣ୍ଣ ଲକ-ଡାଉନ ଉପରେ ନଜର ରଖିଛନ୍ତି ।
BREAKING NEWS
- Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର ପରମ୍ପରା…
- Gold Silver Price Budget 2026: ବଜେଟ ପୂର୍ବରୁ ହଠାତ୍ ଶସ୍ତା ହେଲା ସୁନା ଏବଂ ରୂପା ଦର, ଜାଣନ୍ତୁ କେତେ କମିଲା…
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
- ୧୧୨କୁ ଫୋନ କରନ୍ତୁ ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନିଅନ୍ତୁ: ଅଗ୍ନିଶମ ଡିଜି
- ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
Comments are closed.