ଭୁବନେଶ୍ୱର: ସିଲ୍ ହେଲା ଭୁବନେଶ୍ୱରର ସୁନ୍ଦରପଦା ଅଂଚଳ । କପିଳ ପ୍ରସାଦ ଓ ଏବରଙ୍ଗ ସମେତ ପୁରା ସୁନ୍ଦରପଦା ଅଂଚଳକୁ ସିଲ୍ କରାଯାଇଛି । ରବିବାର କପିଳ ପ୍ରସାଦ ଅଂଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।
ସୁନ୍ଦରପଦା ମ୍ୟୁନିସିପାଲଟି ହସ୍ପିଟାଲ ଛକଠାରୁ କାଳୁଆଶୁଣି ମନ୍ଦିର, କାଳୁଆଶୁଣି ମନ୍ଦିରରୁ ଟାଟା ପ୍ରୋଜେକ୍ଟ ଏସ୍ଇଟିପି ସେହିପରି ଟାଟା ପ୍ରୋଜେକ୍ଟ ଏସ୍ଇଟିପି ଠାରୁ ସରକନ୍ତରା ନ୍ୟୁ କଲର୍ଭଟ ଯାଏଁ ସିଲ୍ ହୋଇଛି । ଏହି ପୁରା ଅଂଚଳକୁ ଅବରୋଧ ଘୋଷଣା କରାଯାଇଛି । ଏହି ଅଂଚଳ ଦେଇ ପ୍ରବେଶ ଓ ପ୍ରସ୍ଥାନ ମନା ହୋଇଛି ।
କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ଦେଲେ ଆଉ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଘରୁ ପଦାକୁ ବାହାରିବା ପାଇଁ ସମସ୍ତ ଅଂଚଳବାସୀଙ୍କୁ ମନା କରାଯାଇଛି ।
BREAKING NEWS
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

Comments are closed.