Latest Odisha News

BREAKING NEWS

କୋଭିଡ-୧୯: ଭାରତରେ ୧୦୦ ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି କରୋନା। ଏହାର ପ୍ରଭାବରେ ଭାରତରେ ମୃତ୍ୟ ସଂଖ୍ୟା ସୋମବାର ଦିନ ୧୦୦ ଟପି ୧୦୯ ରେ ପହଞ୍ଚିଛି ।

ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୪୦୬୬ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଭାରତର ମହାରାଷ୍ଟ୍ର ରାଜ୍ୟ କରୋନାରେ ସର୍ବାଧିକ । ସଦ୍ୟତମ ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ଟପି ଯାଇଛି ।

Leave A Reply

Your email address will not be published.