ମୁମ୍ବାଇ: ବଲିଉଡରେ ଆତ୍ମଜୀବନୀ ଉପରେ ଫିଲ୍ମ ନିର୍ମାଣ କରିବା ଟ୍ରେଣ୍ଡ ଜୋର ଧରିଛି । ଏହି ଧାରାରେ ଯୋଡି ହୋଇଯାଇଛି ଆଉ ଏକ ଫିଲ୍ମ । ସମାଜବାଦୀ ପାର୍ଟିର ପୂର୍ବତନ ମୁଖ୍ୟ ମୁଲାୟମ ସିଂ ଯାଦବଙ୍କ ଜୀବନୀ ଉପରେ ଏହି ଫିଲ୍ମ ଆଧାରିତ । ଫିଲ୍ମର ନାମ ‘ମେଁ ମୁଲାୟମ ସିଂ ଯାଦବ’ ରଖାଯାଇଛି । ସେ ଜଣେ ଭଲ ରେସଲର ଥିଲେ । ଏହା ପରେ ସେ କିପରି ରାଜନୀତିରେ ପ୍ରବେଶ କଲେ ଏହି ଫିଲ୍ମରେ ଦର୍ଶାଯାଇଛି । ଅଫିସିଆଲ ଟିଜରରେ ମୁଲାୟମଙ୍କ ରେସଲର ଜୀବନ ଉପରେ ଧ୍ୟାନ ଦିଆଯାଇଛି । ଅମିତ ସେଠୀ, ମିମୋହ ଚକ୍ରବର୍ତି, ଗୋବିନ୍ଦ ନାମଦେବ, ମୁକେଶ ତିୱାରୀ ପ୍ରମୁଖ କଳାକାର ଏଥିରେ ଅଭିନୟ କରୁଛନ୍ତି । ଶୁଭେନ୍ଦୁ ରାଜ ଘୋଷ ନିର୍ଦ୍ଦେଶନା ଦେଇଥିବା ବେଳେ ତୋଷୀ ଓ ଶାରିବ ଫିଲ୍ମର ମ୍ୟୁଜିକ ଦାୟିତ୍ୱ ତୁଲାଇଛନ୍ତି ।
BREAKING NEWS
- ଗଞ୍ଜାମରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ; ୨ ଆହତ
- Repo Rate Hike: ୪ ବର୍ଷ ପରେ RBIର ବଡ଼ ଝଟକା! ବଢ଼ିଲା ରେପୋ ରେଟ୍, ମହଙ୍ଗା ହେବ ଲୋନ୍… ବଢ଼ିବ EMI
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ

Comments are closed.