ଭୁବନେଶ୍ୱର: ଓଡ଼ିଶାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୁଧନ ନଗର ୟୁନିଟ-୪ ଅଂଚଳର । ତାଙ୍କ ବୟସ ୪୫ ବର୍ଷ ବୋଲି ଜଣାପଡିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଛୁଇଁଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ତେବେ ଆକ୍ରାନ୍ତ ବ୍ୟକ୍ତିଙ୍କ ଗସ୍ତ ବିବରଣୀ ବାବଦରେ ଅଧିକ ଖୋଲତାଡ ଜାରି ରହିଛି।
One more Covid 19 positive case in Bhubaneswar.
Male, 45 years, Madhusudan Nagar, Unit IV— H & FW Dept Odisha (@HFWOdisha) April 7, 2020
Comments are closed.