ଭୋପାଲ: କରୋନା ସଂକ୍ରମଣ ଲୁଚାଇଲେ ହେବ ଏଫ୍ଆଇଆର୍ । ଏଭଳି କଠୋର ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ସରକାର । ମଧ୍ୟପ୍ରଦେଶରେ ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି କଡା ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ଯଦି କୌଣସି ବ୍ୟକ୍ତି କରୋନା ସଂକ୍ରମଣକୁ ଲୁଚାନ୍ତି ତେବେ ତାଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ କରିବା ପାଇଁ ସେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଭୋପାଳ, ଇନ୍ଦୋର ଏବଂ ଉଜୈନର ହଟସ୍ପଟ୍ ଅଞ୍ଚଳକୁ ମଧ୍ୟ ସମ୍ପୂର୍ଣ୍ଣ ସିଲ୍ କରାଯାଇଛି । କରୋନା ସଂକ୍ରମଣରେ ପୀଡିତଥିବା ୧୪ଟି ଜିଲ୍ଲାରେ ଲକ୍ ଡାଉନ୍ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ଏନସିଏ ହାଇ ପର୍ଫମାନ୍ସ ପ୍ରୋଗ୍ରାମ: ୩୦ ଖେଳାଳିଙ୍କ ମଧ୍ୟରେ ଶ୍ରେୟାଶ ଆୟାର, ଈଶାନ କିଶାନ
- ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି