ଭୁବନେଶ୍ୱର: ଏଣିକି ମାସ୍କ ନପିନ୍ଧିଲେ ଗଣିବାକୁ ପଡିବ ତଣ୍ଡ । ଆଜିଠୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ପରେ ମାସ୍କ ନପିନ୍ଧିଲେ ଜରିମାନା ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପ୍ରଥମ ୩ ଥର ମାସ୍କ ନପିନ୍ଧିଲେ ୨ଶହ ଟଙ୍କା ତଣ୍ଡ ଗଣିବେ । ଆଉ ତିନି ଥର ପରେ ଯଦି ଅପଣ ସୁଧୁରୁ ନାହାନ୍ତି ତେବେ ଆପଣଙ୍କୁ ୫ଶହ ଟଙ୍କା ଫାଇନ ଦେବାକୁ ପଡିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି ।
ସେହିପରି ରାଜ୍ୟ ମହାମହାରୀ ଆଇନ୍ରେ ଦଣ୍ଡ ବ୍ୟବସ୍ଥାକୁ କଠୋର କରାଯାଇଛି । ଆଇନ ଉଲ୍ଲଂଘନକାରୀଙ୍କ ୨ ବର୍ଷ ଯାଏଁ ଜେଲ୍ ଦଣ୍ଡ ବ୍ୟବସ୍ଥା ରହିଛି। ଏଥିସହ ୧୦ ହଜାର ଟଙ୍କା ଜରିମାନା ରଖଯାଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି ।
BREAKING NEWS
- ଗିଲଙ୍କ ଶତକ, ତୃତୀୟ ଥର ପାଇଁ ଗୁଜରାଟ ଫାଇନାଲରେ
- ବିଷାକ୍ତ ମଦ ପିଇ ୧୫ ଜଣଙ୍କର ମୃତ୍ୟୁ, ଅନେକ ଗୁରୁତର
- ଭାରତକୁ ସବଷ୍ଟ୍ରେଟ୍ ଉତ୍ପାଦନ ପ୍ରଯୁକ୍ତି ଆଣିବାକୁ ଓଡ଼ିଶା ସରକାର ଏବଂ ଇଣ୍ଟେଲ୍ ଓ ୩ ଡିଜିଏସ୍ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ
- ପୂନର୍ବାର ଶତକ ସୁଯୋଗ ହାତଛଡା କଲେ ବୈଭବ
- ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପୋଲିସ କମିଶନରଙ୍କୁ ରିପୋର୍ଟ ମାଗିଲେ ଡିଜିପି
- ରିଲିଜ୍ ପୂର୍ବରୁ ବିବାଦରେ ‘ହୈ ଜୱାନି ତୋ ଇଶ୍କ ହୋନା ହୈ’, ନିର୍ମାତାଙ୍କ ବିରୋଧରେ ୪୦୦ କୋଟିର ମାମଲା ଦାୟର
- କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
- ଉପରାଷ୍ଟ୍ରପତିଙ୍କ ଦ୍ୱାରା ପାଞ୍ଚଟି ଜାତୀୟ ପ୍ରୟାସର ଶୁଭାରମ୍ଭ; ଦ ଆର୍ଟ ଅଫ ଲିଭିଙ୍ଗର ୪୫ ବର୍ଷ ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକେଟ୍ ଉନ୍ମୋଚନ
- ୫୦୦ରୁ ଊର୍ଦ୍ଧ୍ୱ ପ୍ରଜାତିର ସବୁଜିମାରେ ଖେଳାଯାଉଛି ଫ୍ରେଂଚ ଓପନ
- ଡିଫଲ୍ଟର ଓମଫେଡ ଡିଲରଙ୍କୁ ଆଉ ତ୍ରାହି ନାହିଁ, ୭ ଦିନରେ ବକେୟା ନଦେଲେ ରଦ୍ଦ ହେବ ଲାଇସେନ୍ସ…
Comments are closed.