ବୁଗୁଡା: ମହଙ୍ଗା ପଡିଲା ମାସ୍କ ନ ପିନ୍ଧିବା । ଜଣେ ବବ୍ୟସାୟୀ ଗଣିଲେ ମୋଟା ଅଙ୍କର ତଣ୍ଡ । ବୁଗୁଡା ସହରରେ ଜଣେ ବ୍ୟବସାୟୀ ଜିନିଷ ବିକ୍ରି କରିବା ସମୟରେ ମୁହଁରେ ମାକ୍ସ କିମ୍ବା ରୁମାଲ ବାନ୍ଧି ନଥିବାରୁ ତାଙ୍କୁ ଏକ ହଜାର ଟଙ୍କା ଜରିମାନା ଦେବାକୁ ପଡିଛି ।
ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ୟ୍ୟ ନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶ ବଜାର ପରିଦର୍ଶନ ବେଳେ ଜଣେ ବ୍ୟବସାୟୀ ଜିନିଷ ବିକ୍ରି କରିବା ସମୟରେ ମୁହଁରେ ମାକ୍ସ ବାନ୍ଧି ନଥିବା ଦେଖିଥିଲେ। ଏହାପରେ ଆଇନ ଉଲ୍ଲଂଘନ କରିଥିବାରୁ ବ୍ୟବସାୟୀ ଜଣକୁ କାର୍ଯ୍ୟ ନିବାହୀ ଅଧିକାରୀ ୧ ହଜାର ଟଙ୍କା ଜରିମାନା କରିଥିଲେ ।
BREAKING NEWS
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
- ବଜେଟରେ ମହଙ୍ଗା ହେଲା ମଦ, ସିଗାରେଟ୍ ଏବଂ ପାନ ମସଲା…
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
Comments are closed.