ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ଏହାର ମୁକାବିଲା ପାଇଁ ୨୧ ଦିନିଆ ତାଲାବନ୍ଦ ଅବଧିକୁ ବଢ଼ାଯିବ ନା ନାହିଁ ସେ ନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ସେ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀମାନଙ୍କ ସମୀକ୍ଷା କରିଛନ୍ତି ।
ଏହି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଲକଡାଉନ୍ ଅବଧିକୁ ଏପ୍ରିଲ ୩୦ ଯାଏଁ ବଢ଼ାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ଜାତୀୟ ସ୍ତରରେ ଏହି ନିଷ୍ପତ୍ତି ଗ୍ରହଣ କରାଯିବା ଆବଶ୍ୟକ । ରାଜ୍ୟମାନେ ନିଜ ସ୍ତରରେ ନିଷ୍ପତ୍ତି ନେଲେ ସେତେ ଫଳପ୍ରଦ ହେବନାହିଁ କେଜ୍ରିୱାଲ କହିଛନ୍ତି ।
BREAKING NEWS
- ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..
- Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ
- Palasa- Ichchapuram: ଭାରତୀୟ ରେଳବାଇର ସ୍ପଷ୍ଟୀକରଣ;ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟ
- ଧୋନୀ କେବେ ଖେଳିବେ କହିଲେ ରିତୁରାଜ
- ବେଙ୍ଗାଲୁରୁ-ଦିଲ୍ଲୀ ଇଣ୍ଡିଗୋ ବିମାନରେ ବୋମା ଧମକ…
- ବିପୁଳ ପରିମାଣର କଫ୍ ସିରଫକୁ ଚାଲାଣ ବେଳେ ଜବତ, ୨ ଅଟକ
- Bengali actor Rahul death:ବଙ୍ଗୀୟ ଅଭିନେତା ରାହୁଲଙ୍କ ମୃତ୍ୟୁ ମାମଲା; ପତ୍ନୀ ୫ ଜଣଙ୍କ ବିରୋଧରେ ଏତଲା ଦେଲେ
- ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ: ପନ୍ତଙ୍କ ଅର୍ଦ୍ଧଶତକ
- ୧୪ ମ୍ୟାଚରେ ୬ ଥର ଶୂନରେ ଆଉଟ ହେଲେଣି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ
- Fuel crunch amid Iran war:ନେପାଳରେ ପେଟ୍ରୋଲିୟମ ଅଭାବ; ସରକାର ପ୍ରତି ସପ୍ତାହରେ ୨ ଦିନ ଛୁଟି କଲେ ଘୋଷଣା
Comments are closed.