ଜଗତସିଂହପୁର: ଜଗତସିଂହପୁରର ଦୁଇ ଶକ୍ତିପୀଠରେ ଲାଗିଲା ୧୪୪ ଧାରା । ଏନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛନ୍ତି । ତିର୍ତ୍ତୋଲ ଥାନା ଅଞ୍ଚଳ ଝଙ୍କଡ଼ ମା’ ଶାରଳା ପୀଠ ସହ ବାଲିକୁଦା ଥାନା ପରାହାଟ ଭଗବତୀ ମନ୍ଦିର ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି।
ଲକଡାଉନ୍ ଭିତରେ କରୋନା ମୁକାବିଲା ପାଇଁ ପଣା ସଂକ୍ରାନ୍ତି ଝାମୁ ଯାତ୍ରା ଅବସରରେ ଲୋକେ ଯେପରି ଏହି ଦୁଇ ଶକ୍ତିପୀଠରେ ଏକାଠି ନହେବେ ସେଥିପାଇଁ ଏଭଳି କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଏଠାରେ ୧୪୪ ଧାରା ଲାଗୁ କରାଯାଇଛି । ଏଥିସହ ୪ଜଣରୁ ଅଧିକ ଲୋକ ଏକତ୍ରିତ ନହେବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି ।
ସୂଚନା ଯୋଗ୍ୟ ଯେ, ଏପ୍ରିଲ ୧୪ ତାରିଖରେ ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ଏହି ଦିନ ଏହି ଦୁଇ ଶକ୍ତିପୀଠରେ ମହା ଆଡମ୍ବରରେ ଝାମୁ ଯାତ୍ରା ତଥା ପଣା ସଂକ୍ରାନ୍ତି ପାଳନ ହୋଇଥାଏ ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

Comments are closed.