ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଆଇପିଏସ୍ ଅଧିକାରୀମାନେ ଏକ ଅଭିନବ ପଦକ୍ଷେପ ନେଇଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ୱ ଦେଇ ପିଏସ୍ଓ ବା ବ୍ୟକ୍ତିଗତ ସୁରକ୍ଷା ଅଧିକାରୀଙ୍କୁ ହଟାଇ ଦେଇଛନ୍ତି ରାଜ୍ୟର ବରିଷ୍ଠ ଆଇପିଏସ୍ ଅଧିକାରୀମାନେ ।
କେବଳ ଆଇନ ଶୃଙ୍ଖଳା ଭଳି ଜରୁରୀ ପରିସ୍ଥିତିରେ ବରିଷ୍ଠ ପୋଲିସ ଅଧିକାରୀମାନେ ପିଏସ୍ଓଙ୍କୁ ସାଙ୍ଗରେ ନେଇଯାଉଛନ୍ତି । ଡିଜିଙ୍କ ଠାରୁ ଆରମ୍ଭ କରି ଏଡିଜି ଓ ଏସ୍ପିମାନେ ନିଜ ନିଜ ପିଏସ୍ଓଙ୍କୁ କମାଇ ଦେଇଛନ୍ତି । ସାମାଜିକ ଦୂରତା ର କ୍ଷା କରିବା ଉଦ୍ଦେଶ୍ୟରେ ବରିଷ୍ଠ ପୋଲିସ ଅଧିକାରୀମାନେ ଏଭଳି ନିଷ୍ପତି କରିଛନ୍ତି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

Comments are closed.