ନୂଆଦିଲ୍ଲୀ: ପୁଣି ଥରିଲା ଦିଲ୍ଲୀ । ଲଗାତର ଦ୍ୱିତୀୟ ଦିନରେ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୭ ରେକର୍ଡ କରାଯାଇଛି । ସୋମବାର ଦ୍ୱିପହରରେ ଦିଲ୍ଲୀ ଏନ୍ସିଆର୍ରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଦିଲ୍ଲୀ ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ବେଳେ କେହି ମୃତାହତ ହୋଇନଥିବା ଜଣାପଡିଛି ।
ଗତକାଲି ମଧ୍ୟ ସନ୍ଧ୍ୟାର ୫ଟା ୪୫ ମିନିଟ୍ରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା । ତେବେ ଆଜି ମଧ୍ୟ ଭୂମିକମ୍ପ ହୋଇଥିବାରୁ ଲୋକେ ଭୟଭୀତ ହୋଇପଡିଛନ୍ତି ।
BREAKING NEWS
- ଖରାଦିନେ ଖାଆନ୍ତୁ ଦହି, ମିଳିବ ଏହିସବୁ ଫାଇଦା
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ
- ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ