ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅଂଟା ଭିଡିଛନ୍ତି । ଏକ ସପ୍ତାହ ମଧ୍ୟରେ ପ୍ରତି ଜିଲ୍ଲାରେ ତିଆରି ହେବ କୋଭିଡ ହସ୍ପିଟାଲ । ଚଳିତ ମାସ ସୁଦ୍ଧା ରାଜ୍ୟର ୩୬ଟି ସ୍ଥାନରେ ୬ହଜାର ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ତିଆରି ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ବ୍ରହ୍ମପୁରର ଏମ୍କେସିଜି ପରେ ଆଗାମୀ ଦୁଇ ଦିନ ମଧ୍ୟରେ ବୁର୍ଲାର ଭିମସାରରେ କରୋନା ନମୂନା ପରୀକ୍ଷଣ ସୁବିଧ ଉପଲବ୍ଧ କରିବା ପାଇଁ ପଦକ୍ଷେପ ନେବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କରୋନା ସ୍ଥିତି ସମୀକ୍ଷା କରିଛନ୍ତି । ନବୀନ ନିବାସରୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଟ ଅଧିକାରୀମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି ।
BREAKING NEWS
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…

Comments are closed.