ଭୁବନେଶ୍ୱର: ବଢ଼ିଲା ଭୁବନେଶ୍ୱର ସୂର୍ଯ୍ୟନଗର ଅଂଚଳର ଅବରୋଧ ପରିସୀମା । ମଙ୍ଗଳବାର ବିଏମ୍ସି ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଅତିରିକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ରେ ସାମିଲ କରାଯାଇଛି । ଏନେଇ ବିଏମ୍ସି ପକ୍ଷରୁ ପୂରୁଣା ଅବରୋଧ ଅଂଚଳ ସହ ନୂଆ କରି ସାମିଲ ହୋଇଥିବା ଅଂଚଳର ଏକ ମ୍ୟାପ ମଧ୍ୟ ଜାରି କରାଯାଇଛି ।
ପୂର୍ବରୁ ଘୋଷଣା ହୋଇଥିବା କଣ୍ଟେନମେଣ୍ଟ ଜୋନ୍ ସହ ଏନ୍ସିସି ଅଫିସରୁ ଏନ୍ପିସି ଅଫିସ ସହ ମୁମତାଜ ଅଲ୍ଲି ରାସ୍ତା, ଏସ୍ପିସି ଅଫିସରୁ ସୂର୍ଯ୍ୟନଗର କମ୍ପେ୍ଳକ୍ସ ଏବଂ ସୂର୍ଯ୍ୟ କମ୍ପେ୍ଳକ୍ସେରୁ ଏସ୍ସିସି ଅଫିସ୍ ସାମିଲ ହୋଇଛି । ଆଗାମୀ ୭ ଦିନ ଯାଏଁ ସୂର୍ଯ୍ୟନଗର ଅଂଚଳରେ କଟକଣା ଜାରି ରହିବ ।
BREAKING NEWS
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ
- ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି
- ଜେପିଏସସି ଏବଂ ଜେଏସଏସସି ଆନ୍ଦୋଳନ: କ୍ୟାମେରା ଆଗରେ ଆଲୋଚନା କରିବାକୁ ଛାତ୍ରଙ୍କ ଜିଦ୍
- ଭାଇ ସୋହେଲଙ୍କ ପ୍ରେମ ସମ୍ପର୍କ ପାଇଁ ବନ୍ଦ ହୋଇଥିଲା ସଲମାନଙ୍କ ‘ରାମାୟଣ’! ତିନି ଦଶନ୍ଧି ପରେ ପୁଣି ଚର୍ଚ୍ଚା

Comments are closed.