ନୂଆଦିଲ୍ଲୀ: ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲା ହେଉଛି କରୋନା ହଟସ୍ପଟ୍ । ସେହିପରି ଓଡ଼ିଶାର ୨୧ଟି ଜିଲ୍ଲା ଗ୍ରୀନ୍ ଜୋନ୍ରେ ରହିଛି । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
କରୋନା ସଂକ୍ରମଣ ପାଇଁ ଦେଶର ଜିଲ୍ଲାଗୁଡିକୁ ୩ ଭାଗରେ ବିଭକ୍ତ କରାଯାଇଛି । ପ୍ରଥମଟି ହେଲା ହଟ୍ସ୍ପଟ ଜିଲ୍ଲା, ଦ୍ୱିତୀୟ ନନ୍-ହଟ୍ସ୍ପଟ ଏବଂ ତୃତୀୟ ଗ୍ରୀନ୍ ଜୋନ୍ । ଦେଶରେ କରୋନାକୁ ନେଇ କୋକୁଆ ଭୟ ଜାରି ରହିଛି । ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିଚାଲିଛି । ସାରା ଦେଶରେ ୧୧,୪୩୯ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୭୭ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେହିପରି ୧୩୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
BREAKING NEWS
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…

Comments are closed.