ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧୧,୯୦୬ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୪୮୦ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୧୯୯୧ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର, ବ୍ରିଟେନ ଓ ୟୁରୋପ ଭଳି ପାଖାପାଖି ୨୦୪ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।
Comments are closed.