ନୂଆଦିଲ୍ଲୀ: କରୋନା ପାଇଁ ଭାରତରେ ଫସି ରହିଥିବା ବିଦେଶୀଙ୍କ ବଢ଼ିବ ଭିସା ଅବଧି । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ମେ’ ୩ ଯାଏଁ ଭିସା ଅବଧିକୁ ବୃଦ୍ଧି କରାଯିବ । ଯେଉଁ ବିଦେଶୀ ନାଗରିକ ଭିସା ବୃଦ୍ଧି ପାଇଁ ଆବେଦନ କରିବେ ସେମାନଙ୍କ ବିନା ଶୁଳ୍କରେ ସରକାର ଭିସା ଅବଧିକୁ ବଢ଼ାଇବେ ବୋଲି କହିଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ । ମେ’ ୩ ତାରିଖ ପରେ ଲକଡାଉନ୍ ନେଇ ସରକାର ଚୂଡାନ୍ତ ନିଷ୍ପତି ନେବା ପରେ ବିଦେଶୀ ନାଗରିକମାନେ ନିଜ ନିଜ ଦେଶକୁ ଫେରିପାରିବେ । ଏ ସମ୍ପର୍କରେ ସମସ୍ତ ସୂଚନା ପାଇଁ ୧୧୨ରୁ କଲ୍ କରିବାକୁ କୁହାଯାଇଛି।
BREAKING NEWS
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
Comments are closed.