ଭୁବନେଶ୍ୱର: ରାଜ୍ୟରେ କରୋନା ପାଇଁ ଜାରି ହୋଇଥିବା କଟକଣା ଆସନ୍ତାକାଲି ଠାରୁ କିଛି ମାତ୍ରାରେ କୋହଳ ହେବ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଗାଡି ଚଳାଚଳ ହେବା ନେଇ କୌଣସି ନିଷ୍ପତ୍ତି ହୋଇନାର୍ହି । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଗାଡି ଚଳାଚଳ କରିବା ନେଇ ବିଚାର ବିମର୍ଶ ଚାଲିଛି । ସମନ୍ୱୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯିବ ।
ଅନ୍ୟପଟେ କାଲିଠାରୁ ରାଜ୍ୟରେ କିଛିଟା କଟକଣା କୋହଳ ହେବ । ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ, ଗ୍ରୋସରୀ, ଇଲେକ୍ଟ୍ରିକ୍ ଏବଂ ପାଇପ ମରାମତି ଦୋକାନ ଆଦି ଖୋଲା ରହିବ । ପୂର୍ବଭଳି ମାଛ, ମାଂସ, ଅଣ୍ଡା, ଔଷଧ ଓ ପରିବା ଦୋକାନ ମଧ୍ୟ ଖୋଲା ରହିବ ।
BREAKING NEWS
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

Comments are closed.