Latest Odisha News

ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୨ କରୋନା ଆକ୍ରାନ୍ତି । ସୁସ୍ଥ ହୋଇଥିବା ଦୁଇ ଜଣ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ୩୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଅନ୍ୟ ୪୮ ଜଣ କରୋନା ସଂକ୍ରମିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୮୨ ଜଣ  କରୋନା ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହ ଅନ୍ୟ ଜଣେ କରୋନା ସଂକ୍ରମିତରୁ ସୁସ୍ଥ ହେବା ପରେ କ୍ୟାନସର ରୋଗରେ ତାଙ୍କର ମୃତ୍ୟୁ ହୋଇଛି।

Comments are closed.