ମାଲକାନଗିରି: ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଓ ଛତିଶଗଡ ସୀମାବର୍ତ୍ତୀ ଅଂଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ତୁଲସୀ ପାହାଡର ଦଲଦଲି ଜଙ୍ଗଲରେ ଏସ୍ଓଜି ଯବାନମାନଙ୍କ କମ୍ବିଂ ଅପରେସନ୍ ଚାଲିଥିବାବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ।
ଏହା ପରେ ମାଓବାଦୀ ଯବାନଙ୍କୁ ଦେଖି ଗୁଳି ଚାଳନା କରିଥିଲେ । ଯବାନ ମାନେ ମଧ୍ୟ ପାଲଟା ଜବାବ ଦେଇଥିଲେ । ଏହି ଗୁଳିବିନିମୟରେ ମାଓବାଦୀ ଜଙ୍ଗଲର ଆଢୁଆଳରେ ଲୁଚି ପଳାଇ ଯାଇଥିବା ବେଳେ ଘଟଣା ସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଅନେକ ମାଓ ବ୍ୟବହୃତ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି । ସମ୍ପୂର୍କ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥବା ମାଲକାନଗିରି ଏସପି ଋଷିକେଶ ଖିଲାରୀ ସୂଚନା ଦେଇଛନ୍ତି ।
BREAKING NEWS
- ଦ୍ୱିତୀୟ ବନ୍ୟାରେ ବେହାଲ ବଡ଼ଚଣା;ପାନୀୟ ଜଳ ପାଇଁ ହାହାକାର,ରନ୍ଧା ଖାଦ୍ୟ ଦିଆଯାଉ ନଥିବା ଅଭିଯୋଗ
- MMDR ବିଲକୁ ବିରୋଧୀଙ୍କ ବିରୋଧ: ଜବାବ ରଖିଲେ ଖଣିମନ୍ତ୍ରୀ
- ୟୁ.ଏସ୍. ଓପନ୍: ୪୬ ବର୍ଷୀୟା ଭେନସଙ୍କୁ ୱାଇଲ୍ଡ କାର୍ଡ; ସେରେନାଙ୍କ ପାଇଁ ଗୋଟିଏ ସ୍ଥାନ ସଂରକ୍ଷିତ !
- Dowry-free Odisha:’ଯୌତୁକ ମୁକ୍ତ ଓଡ଼ିଶା ଏବଂ ଘରୋଇ ହିଂସାମୁକ୍ତ ଘର ଗଠନ ସରକାରଙ୍କ ଲକ୍ଷ୍ୟ’
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ
- ରାଜଧାନୀରେ ଓଲା-ଉବେର ଡ୍ରାଇଭରଙ୍କ ଆନ୍ଦୋଳନ ଉଗ୍ର: ୧୪ ‘ଆମ ବସ୍’ ଭଙ୍ଗାରୁଜା, ୫୦ ଗିରଫ
- SCB Mega Expansion Project:ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ;ଆଉ ଏକ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Comments are closed.