ମୁମ୍ବାଇ: ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ବାପା ବସନ୍ତକୁମାର ଚକ୍ରବର୍ତ୍ତୀଙ୍କ ପରଲୋକ ହୋଇଛି । ମୁମ୍ବାଇରେ ୯୫ ବର୍ଷ ବୟସରେ ସେ ମୃତ୍ୟୁବରଣ କରିଛନ୍ତି ।
କିନ୍ତୁ ମିଥୁନ ଚକ୍ରବର୍ତ୍ତୀ ବେଙ୍ଗାଳୁରୁରେ ଏକ ଫିଲ୍ମର ସୁଟିଂ ପାଇ ଯାଇଥିବା ବେଳେ ଲକ୍ ଡାଉନ ଯୋଗୁଁ ସେଠାରେ ଫଶି ରହିଛନ୍ତି ।
ଏ ନେଇ ସୂଚନା ଦେଇଛନ୍ତି ମିଥୁନଙ୍କ ପୁଅ ନମସୀ । ସେ କହିଛନ୍ତି ଯେ, ‘ଲକ୍ ଡାଉନ ଚାଲିଥିବାରୁ ଆମେ ପରିବାର ଘରେ ଶୋକ ପାଳିବ । ’
BREAKING NEWS
- ହିଟ୍ ଆଣ୍ଡ୍ ରନ୍ ମାମଲା: କାରକୁ ଘୋଷାଡ଼ି ନେଲା ଯାତ୍ରୀବାହି ବସ
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ

Comments are closed.