ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ଜେଣ କରୋନା ଆକ୍ରାନ୍ତ । ଚିକିତ୍ସା ପରେ ଭୁବନେଶ୍ୱରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶା ୩୩ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।
Happy to share that one more COVID-19 positive case from Bhubaneswar has recovered and is being discharged.
With this the total recoveries of the State stand at 33.
— H & FW Dept Odisha (@HFWOdisha) April 23, 2020
ରାଜ୍ୟରେ ବର୍ତ୍ତମାନ ୮୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରେ ସର୍ବାଧିକ ୪୬ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଜିଲ୍ଲା ଭାବେ ଭଦ୍ରକରେ ୧୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
Comments are closed.