Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶା ପାଇଁ ଆସିଲା ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଅକ୍ରାନ୍ତ । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୩୮ ଜଣ କରୋନାରୁ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି ।

ଆଜି ସକାଳୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ ୮୦ଟି ଆକ୍ଟିଭ କେସ୍ ରହିଛି ।

Comments are closed.