ଭୁବନେଶ୍ୱର: ଜିଲ୍ଲା ପରେ ଜିଲ୍ଲା ଡେଉଁଛି କରୋନା ଭୂତାଣୁ । ଆଜି ତାଲିକାରେ ସାମିଲ ହୋଇଥିବା ୩ ନୂଆ ଜିଲ୍ଲା ହେଲେ ଝାରସୁଗୁଡା, ଦେବଗଡ ଓ କେନ୍ଦୁଝର । ତେବେ ବଡ କଥା ହେଉଛି ସମସ୍ତ ୩ ଜଣ ଆକ୍ରାନ୍ତଙ୍କ ପଶ୍ଟିମବଙ୍ଗ ଲିଙ୍କ ମିଳିଛି ।
ଏହାରି ଭିତରେ ତିନି ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଆସିଛି । କେନ୍ଦୁଝର ପଂଚପଲ୍ଲୀର ୬୦ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ଜଣେ ହେଲେ ଝାରସୁଗୁଡା ବ୍ରଜରାଜନଗରର ୧୮ ବର୍ଷିୟ ଯୁବତୀ । ତୃତୀୟ ଆକ୍ରାନ୍ତ ହେଲେ ଦେବଗଡ ବାସୁଦେବପୁରର ୩୪ ବର୍ଷିୟ ପୁରୁଷ । ସମସ୍ତେ ପଶ୍ଚିମବଙ୍ଗରୁ ଫେରିଥିଲେ ଏବଂ ସେମାନଙ୍କ ପାଖରେ କରୋନା ଭୂତାଣୁ ଲକ୍ଷଣ ନଥିଲା । ତେବେ ସମସ୍ତେ କ୍ୱାରେଂଟାଇନରେ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
BREAKING NEWS
- ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- SIR 2026: ଭୋଟର ତାଲିକା ସଂଶୋଧନ ପାଇଁ ସମୟ ବୃଦ୍ଧି…
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
Comments are closed.