ସେହିପରି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ୩୦ ତାରିଖ ସନ୍ଧ୍ୟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୯୮ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧,୦୭୯ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୮୪୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୨୦,୩୩୮ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୨୮,୨୩୬ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୦୦,୩୫୫ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।