ଭଦ୍ରକ: ମାରଣାଅସ୍ତ୍ର ଦେଖାଇ ଗ୍ୟାସ୍ ଏଜେନ୍ସି କର୍ମଚରୀଙ୍କ ଠାରୁ ଲୁଟ୍ । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଏଭଳି ଘଟଣା ଘଟିଛି । ପାଳିଆବିନ୍ଦା ରାଉତ ଗ୍ରାମୀଣ ଗ୍ୟାସ୍ ଏଜେନ୍ସିଙ୍କ ଠାରୁ ୩ ଜଣ ଦୁର୍ବୃତ୍ତ ବାଇକରେ ଆସି ୧୦ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ ୟୁକୋ ବ୍ୟାଙ୍କକୁ କର୍ମଚାରୀ ପ୍ରମୋଦ ଭଂଜ ଯାଉଥିବା ବେଳେ ୩ ଜଣ ଦୁର୍ବୃତ୍ତ ନମ୍ବର ବିହୀନ ବାଇକ୍ରେ ଆସି ତାଙ୍କୁ ମାରଣାତ୍ମକ ଆକ୍ରମଣ କରିଥିଲେ । ଏହାପରେ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
BREAKING NEWS
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ
- ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି

Comments are closed.